Khana Bachana(Akatya Bachana) ଖନା ବଚନ - ସର୍ବଶ୍ରେଷ୍ଠ ଜ୍ୟୋତିଷ ଗଣନା I Namita Agrawal | Sidharth Music
Автор: Sidharth TV
Загружено: 2016-04-26
Просмотров: 3697612
Описание:
ଖନା ବଚନ - ପୃଥିବୀର ସର୍ବଶ୍ରେଷ୍ଠ ଜ୍ୟୋତିଷ ଗଣନା
ଜ୍ୟୋତିଷ ବିଦ୍ୟା ବିଶରଦ ବରାହମିହୀରଙ୍କ ପୁତ୍ରବଧୁ ଲୀଳାବତୀ କହିଥିବା ଜ୍ୟୋତିଷ ସାରକଥା ଖନା ବଚନ ଭାବେ ପ୍ରସିଦ୍ଧ । ଲୀଳାବତୀ ଜ୍ୟୋତିଷ ଶାସ୍ତ୍ରବିଦ୍ୟାରେ ପୃଥିବୀର ସର୍ବଶ୍ରେଷ୍ଠା , ତାଙ୍କର ଗଣନା ଅଭ୍ରାନ୍ତ ଏବଂ ଆଶ୍ଚର୍ଯ୍ୟ ଧରଣର ଥିଲା। ଶଶୁରଙ୍କ ଆଦେଶ ପାଳନ କରି ତାଙ୍କ ସ୍ୱାମୀ ମିହୀର ତାଙ୍କ ଜିହ୍ୱା ଛେଦନ କରିଥିଲେ । ଜିହ୍ୱା ଛେଦନ ପୂର୍ବରୁ ସେ କାଳ ନିରୂପଣ, ଶସ୍ୟ ବିଷୟର ଜ୍ଞାନ, କୃଷିତତ୍ତ୍ୱ ଜ୍ୟୋତିଷର ଅନେକ ସାରକଥା କହିଥିଲେ। ସେ ସବୁ ବଙ୍ଗଳା ଓ ଓଡ଼ିଆ ଭାଷାରେ ଖନା ବଚନ ଭାବେ ପ୍ରଚଳିତ।
ଲୀଳାବତୀ ଏକ ରାଜବଂଶରେ ଜନ୍ମ ଗ୍ରହଣ କରିଥିଲେ, କିନ୍ତୁ ସମୁଦ୍ର ମଧ୍ୟରେ କୈଣସି ଦ୍ୱୀପରେ ବାସ କରୁଥିବା କେତେକ ରାକ୍ଷସ ଲୀଳାବତୀଙ୍କର ପିତୃରାଜ୍ୟରେ ପ୍ରବେଶ କରି ତାଙ୍କୁ ସବଂଶରେ ମାରି ସେହି ରାଜ୍ୟରେ ବାସ କରୁଥିବା ପ୍ରଜାମାନଙ୍କୁ ବିନାଶ କରି ରାଜକୋଷର ସମସ୍ତ ଧନରତ୍ନ ଅପହରଣ କରିନେଲେ । ମାତ୍ର ଲୀଳାବତୀଙ୍କୁ ଅଳ୍ପବୟସ୍କା କୁମାରୀ ଦେଖି ଏବଂ ତାଙ୍କର ସୌନ୍ଦର୍ଯ୍ୟରେ ମୁଗ୍ଧହୋଇ ପ୍ରତିହିଂସା ପରାୟଣ ରାକ୍ଷସମାନଙ୍କ ହିଂସା ବିଦୂରିତ ହେଲା। ସେମାନେ ଧନରତ୍ନ ସହିତ ସୁକୁମାରୀ ଲୀଳାବତୀଙ୍କୁ ଅକ୍ଷର ଶରୀରରେ ନିଜ ଘରକୁ ନେଇ ଗଲେ । ସେଠାରେ ସୁକନ୍ୟାକୁ ଲାଳନ ପାଳନ କରି ନାନାଦି ଜ୍ୟୋତିଷ ଶାସ୍ତ୍ରଶିକ୍ଷା ଦେଲେ । ଯାହାଦ୍ୱାରା ସେ ପୃଥିବୀର ସର୍ବଶ୍ରେଷ୍ଠା ଜ୍ୟୋତିଷ ରୂପରେ ନିଜର ପରିଚୟ ଦେଇ ଯାଇଛନ୍ତି।
Sidharth TV ପ୍ରସ୍ତୁତ ଏହି ଭିଡିଓଟି ଯଦି ଭଲଲାଗିଥାଏ ତେବେ ଆମ channel କୁ Like ଏବଂ Share କରନ୍ତୁ I ଆମ ସହ ଯୋଡିହୋଇ ରହିବା ପାଇଁ ଏବଂ ସବୁଦିନ ନୂଆ ନୂଆ video ର Notification ପାଇବା ପାଇଁ "Sidharth TV" ର YouTube Channelକୁ
Subscribe କରନ୍ତୁ ଓ Bell ର Button 🔔 ନିଶ୍ଚୟ ପ୍ରେସ୍ କରନ୍ତୁ I ଧନ୍ୟବାଦ୍ I
---------------------------------------------------------------
Album : Khana Bachana
Album No. : SM-1412
Lyrics : Basantaraj Samal
Singer : Namita Agrawal
Music Director : Puratana
Video Director : Santosh Sahoo
-----------------------------------------------------------------
Watch & Subscribe to our other YouTube Channels:
👉 Sidharth Music: / sidharthmusic
👉 Namita Agrawal : / namitaagrawal
👉 Sidharth Bhakti : / sidharthbhakti
-----------------------------------------------------------------
Enjoy & stay connected with us!
👉 Like us on Facebook : / sidharthtvofficial
👉 Follow us on Twitter : / sidharth_tv
👉 Follow us on Instagram : / sidharthtvofficial
-----------------------------------------------------------------
#SidharthTV #SidharthMusic #SidharthBhakti #NamitaAgrawal #SitaramAgrawal
Повторяем попытку...
Доступные форматы для скачивания:
Скачать видео
-
Информация по загрузке: