ଆଖି ଜନିତ ସମସ୍ୟା – କେମିତି କରିବେ ଦୂର? | Taking Care of Eyes - Tips & Advice | Dr Surjya Kiran Patnaik
Автор: Swasthya Plus Odia
Загружено: 2021-09-22
Просмотров: 48629
Описание:
#EyeCare #OdiaHealthTips #DoctorAdvice
ଆଖି ମଣିଷ ଶରୀରର ଗୁରୁତ୍ୱପୂର୍ଣ୍ଣ ଅଙ୍ଗ। ତେଣୁ ଏହାର ଯତ୍ନ ନେବା ନିହାତି ଜରୁରୀ। ତେବେ ଆଖିର ଯତ୍ନ କିପରି ନେବେ? ଏନେଇ ବିଶିଷ୍ଟ ଚକ୍ଷୁରୋଗ ବିଶେଷଜ୍ଞ ଡାକ୍ତର ସୂର୍ଯ୍ୟ କିରଣ ପଟନାୟକ କ’ଣ କହୁଛନ୍ତି, ଆସନ୍ତୁ ଜାଣିବା।
ଏହି ଭିଡିଓରେ ରହିଛି,
ପିଲାଙ୍କର ଆଖିର ଯତ୍ନ କିପରି ନେବେ? (0:00)
ଯୁବାବସ୍ଥାରେ ଆଖିର ଯତ୍ନ (2:37)
ବୟସ୍କ ଲୋକଙ୍କର ଆଖିର ଯତ୍ନ (4:32)
The eye is an important part of the human body. So it is necessary to take care of it. So how to take care of the eyes? Let's find out more from Dr Surjya Kiran Patnaik, an Ophthalmologist.
In this video,
How to take care of a child's eyes? (0:00)
Eye care tips for adults (2:37)
Eye care tips for older people (4:32)
Subscribe Now & Live a Healthy Life!
ସ୍ୱାସ୍ଥ୍ୟ ଓ ଜୀବନଶୈଳୀ ଉପରେ ଆଧାରିତ ଓଡ଼ିଆ ଡିଜିଟାଲ୍ ପ୍ଲାଟଫର୍ମ ‘ସ୍ୱାସ୍ଥ୍ୟ ପ୍ଲସ୍’ ସହିତ ଯୋଡ଼ି ହେବା ପାଇଁ ଆମ ୟୁଟ୍ୟୁବ୍ ଚ୍ୟାନେଲ୍ ( / swasthyaplus ) ସବ୍ସ୍କ୍ରାଇବ୍ କରନ୍ତୁ। ନୂଆ ଭିଡିଓ ସଂପର୍କରେ ନୋଟିଫିକେସନ୍ ପାଇବା ପାଇଁ ବେଲ୍ ଆଇକନ୍କୁ ଦବାନ୍ତୁ। ‘ସ୍ୱାସ୍ଥ୍ୟ ପ୍ଲସ୍’ର ଭିଡିଓ ଲିଙ୍କ୍ ଅନ୍ୟମାନଙ୍କ ସହ ମଧ୍ୟ ସେୟାର କରନ୍ତୁ। - ‘ସ୍ୱାସ୍ଥ୍ୟ ପ୍ଲସ୍’ ଟିମ୍
ଓଡ଼ିଶାର ପ୍ରଥମ ସ୍ଵାସ୍ଥ୍ୟ ପୋର୍ଟାଲ https://www.swasthya.plus ଲେଖା ଓ ଭିଡିଓ ମାଧ୍ୟମରେ ସ୍ୱାସ୍ଥ୍ୟ ସଚେତନତା ସମ୍ପର୍କରେ ବିଭିନ୍ନ ବିଷୟ ଉପସ୍ଥାପନ କରୁଛି। କାରଣ ସ୍ୱାସ୍ଥ୍ୟ ହିଁ ସବୁକିଛି!
For requesting contact details of doctors - please message Swasthya Plus on Facebook: www.facebook.com/SwasthyaPlusOdia).
For feedback and business inquiries, contact Swasthya Plus Odia at [email protected]
Swasthya Plus Odia, Odisha's leading destination for Health Tips & Expert Advice in Odia language on health, hygiene, nutrition, lifestyle, and more!
Повторяем попытку...
Доступные форматы для скачивания:
Скачать видео
-
Информация по загрузке: