ମୁଁ ଧନ କହୁଛି ( ସତ୍ୟ ସମାଚାର -336 ) || REV. NIRANJAN TURUK || 24-02-2026
Автор: Niranjan Turuk
Загружено: 2026-02-23
Просмотров: 1031
Описание:
୧ ତୀମଥି 6:9-10
ମାତ୍ର ଯେଉଁମାନେ ଧନୀ ହେବାକୁ ଇଚ୍ଛା କରନ୍ତି, ସେମାନେ ପରୀକ୍ଷା ଓ ଫାନ୍ଦରେ, ପୁଣି ଅନେକ ପ୍ରକାର ଅସଙ୍ଗତ ଓ କ୍ଷତିଜନକ ଅଭିଳାଷରେ ପଡ଼ନ୍ତି, ଏହିସବୁ ମନୁଷ୍ୟକୁ ଧ୍ଵଂସ ଓ ବିନାଶରୂପ ସାଗରରେ ମଗ୍ନ କରେ।
କାରଣ ଧନଲୋଭ ସମସ୍ତ ଅନିଷ୍ଟର ମୂଳ; କେହି କେହି ସେଥିରେ ଆସକ୍ତ ହୋଇ ବିଶ୍ଵାସ ତ୍ୟାଗ କରି ପଥଭ୍ରଷ୍ଟ ହୋଇଅଛନ୍ତି, ପୁଣି ବହୁ ଦୁଃଖରେ ଆପଣା ଆପଣା ହୃଦୟ ବିଦୀର୍ଣ୍ଣ କରିଅଛନ୍ତି।
Повторяем попытку...
Доступные форматы для скачивания:
Скачать видео
-
Информация по загрузке: