ବହିଷ୍କାର ପରେ ଝିଡିଲେ…. ‘୮୦୦ କୋଟିରେ ମୋର ବି ଭାଗ ଅଛି’ | Odisha Reporter
Автор: Odisha Reporter
Загружено: 2026-02-28
Просмотров: 9440
Описание:
#ବାହାର_ରାଜ୍ୟରେ_ଆକାଉଣ୍ଟକୁ_ବିରୋଧ_କରିଛି'
ବହିଷ୍କାର ପରେ ପ୍ରତିକ୍ରିୟା ରଖିଲେ ପ୍ରଭାତ ବିଶ୍ବାଳ। ବିଜେଡି ପାଇଁ ବହୁ ପରିଶ୍ରମ ହୋଇଛି ବୋଲି କହିଲେ। ବିଜେଡିର ଆକାଉଣ୍ଟ ବାହାର ରାଜ୍ୟରେ ଖୋଲିବା ଗ୍ରହଣୀୟ ନୁହେଁ। ପାର୍ଟିର ଅଜାଣତରେ ବାହାର ରାଜ୍ୟରେ ଖୋଲିଲେ ବରଦାସ୍ତ କରାଯିବନି। ସେଥିପାଇଁ ମୁଁ ରିଆକ୍ଟ କରିଛି କହିଲେ ପ୍ରଭାତ। ମୋତେ ଯେଉଁମାନେ ବହିଷ୍କାର କରିଛନ୍ତି ସେମାନେ ରାତି ଅନିଦ୍ରା ହୋଇନାହାନ୍ତି
। ମୁଁ ରାତି ଅନିଦ୍ରା କଷ୍ଟ ପାଇଥିବାରୁ ନବୀନ ନିବାସ ଯାଇଥିଲି। ବିଜୁ ଜନତା ଦଳର ୧୮୮ କୋଟି ଟଙ୍କା ଅଛି। ସେମାନେ ଦସ୍ତଖତ କରି ପ୍ରାର୍ଥୀ ହେବା କିପରି ସମ୍ଭବ। ସମୟ ଆସିଗଲା, ସତ୍ୟ ପ୍ରକାଶିତ ହେବ। ଯେଉଁ ୮୦୦ କୋଟି ଟଙ୍କା ଅଛି, କର୍ମୀ ଭାବେ ଆମର ଭାଗ ରହିଛି: ପ୍ରଭାତ
Odisha Reporter is one of the best Odia news portal in Odisha. Get all the news updates in Odia.
ସମସ୍ତ ଓଡିଆଙ୍କ ପାଖରେ ଅତି ସହଜରେ ଓଡିଆ ଭାଷାରେ ଖବର ପହଞ୍ଚାଇବାର ମାଧ୍ୟମ ସାଜିଛି ‘ଓଡିଶା ରିପୋର୍ଟର’ |
YouTube: http://bit.ly/OdishaReporteronYouTube
Web: http://odishareporter.in
Facebook: / odishareporter
Twitter: / odishareporter
Telegram: https://telegram.me/Odisha_Reporter_o...
Instagram: / odishareporter_official
#OdishaReporter #PrabhatBiswal #BJD #NaveenPatnaik #BijuJanataDal #OdishaPolitics #NaveenNiwas #PoliticalReaction #ExpulsionFromBJD #OdishaNews #OdishaReporter
Повторяем попытку...
Доступные форматы для скачивания:
Скачать видео
-
Информация по загрузке: