ଆପଣଙ୍କ ନିଷ୍ପତ୍ତିରେ ଅଟଳ ରୁହନ୍ତୁ ( ସତ୍ୟ ସମାଚାର - 319 ) || REV. NIRANJAN TURUK || 02-02-2026
Автор: Niranjan Turuk
Загружено: 2026-02-01
Просмотров: 1491
Описание:
ଏବ୍ରୀ 11:25-27
[25] ପାପର କ୍ଷଣିକ ସୁଖଭୋଗ ଅପେକ୍ଷା ଈଶ୍ଵରଙ୍କ ଲୋକମାନଙ୍କ ସହିତ ବରଂ ଦୁଃଖଭୋଗ କରିବାକୁ ସେ ପସନ୍ଦ କଲେ, [26] ପୁଣି, ମିସରର ସମସ୍ତ ଧନ ଅପେକ୍ଷା ଖ୍ରୀଷ୍ଟଙ୍କ ନିନ୍ଦାର ସହଭାଗୀ ହେବା ଶ୍ରେଷ୍ଠତର ଧନ ବୋଲି ମନେ କଲେ, କାରଣ ସେ ପୁରସ୍କାର ଦାନର ସମୟ ପ୍ରତି ଦୃଷ୍ଟିପାତ କଲେ। [27] ବିଶ୍ଵାସ ଦ୍ଵାରା ସେ ରାଜାଙ୍କ କ୍ରୋଧକୁ ଭୟ ନ କରି ମିସର ପରିତ୍ୟାଗ କଲେ, ଯେଣୁ ଯେ ଅଦୃଶ୍ୟ, ତାହାଙ୍କୁ ଦର୍ଶନ କଲା ପରି ସୁସ୍ଥିର ରହିଲେ।
Повторяем попытку...
Доступные форматы для скачивания:
Скачать видео
-
Информация по загрузке: