TUCC ମାନେ ଜାଣିନି , ମତେ ୫୦୦ ଟଙ୍କା ଦେବେ କହିଲେ ମୁଁ ଆସିଛି ! Bharat Bandh Today, BBSR
Автор: Pratidin TV
Загружено: 2026-02-11
Просмотров: 38067
Описание:
TUCC ମାନେ ଜାଣିନି , ମତେ ୫୦୦ ଟଙ୍କା ଦେବେ କହିଲେ ମୁଁ ଆସିଛି ! ଶ୍ରମ କୋଡ୍ ରଦ୍ଧ ଦାବିରେ କେନ୍ଦ୍ରୀୟ ଟ୍ରେଡ୍ ୟୁନିୟନ୍ ମିଳିତ ମଞ୍ଚର ଦେଶବ୍ୟାପି ଧର୍ମଘଟ । ନୂଆ ଶ୍ରମ କୋଡ୍ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇବା ପରେ ତାତିଛନ୍ତି ବିଭିନ୍ନ ଶ୍ରମିକ ସଂଗଠନ । ଶ୍ରମ କୋଡ୍ ପ୍ରତ୍ୟାହାର ଦାବିରେ ବନ୍ଦ ଡାକରା ଦେଇଛନ୍ତି । ଏଥିସହ ଓଡ଼ିଶାରେ ଚାଲିଥିବା ବିଜୁଳି ବିଲ୍, କଟନିଛଟନି ଓ ମନରେଗାକୁ ପ୍ରସଙ୍ଗ କରି ବନ୍ଦ ଡାକରା ଦେଇଛନ୍ତି ବିଭିନ୍ନ ସଂଗଠନ । Bharat Bandh Today
#Odisha #pratidintv #bharataband #BharatBandh #TradeUnionStrike
Vist our Website :https://www.pratidintv.com/
Like Our Facebook Page: / pratidinodisha
Folllow Us Instagram :-https://www.instagram.com/pratidintv/...
Follow On X :- https://x.com/pratidin_tv
Subscribe To Our YouTube Channel: / @pratidintvodisha
#PratidinTv #PratidinNews #OdishaNews #LatestNews #LatestUpdate #PratidinTvOdisha
Повторяем попытку...
Доступные форматы для скачивания:
Скачать видео
-
Информация по загрузке: