ଆପଣ ସେଠି କାହିଁକି ଅଛନ୍ତି ? ( ସତ୍ୟ ସମାଚାର - 332 ) || REV. NIRANJAN TURUK || 19-02-2026
Автор: Niranjan Turuk
Загружено: 2026-02-18
Просмотров: 1444
Описание:
ଯିଖରୀୟ 14:20-21
ସେଦିନ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର, ଏହି କଥା ଅଶ୍ଵଗଣର ଘଣ୍ଟିରେ ଲେଖା ହେବ ଓ ସଦାପ୍ରଭୁଙ୍କ ଗୃହର ହାଣ୍ତିସବୁ ଯଜ୍ଞବେଦି ସମ୍ମୁଖସ୍ଥ ପାତ୍ରସବୁର ତୁଲ୍ୟ ହେବ। ହଁ, ଯିରୂଶାଲମର ଓ ଯିହୁଦାର ହାଣ୍ତିସବୁ ସୈନ୍ୟାଧିପତି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ହେବ; ଆଉ, ଯଜ୍ଞକାରୀ ସମସ୍ତେ ଆସି ସେହି ହାଣ୍ତି ମଧ୍ୟରୁ ନେଇ ତହିଁରେ ପାକ କରିବେ; ପୁଣି, ସେ ଦିନ ସୈନ୍ୟାଧିପତି ସଦାପ୍ରଭୁଙ୍କ ଗୃହରେ କିଣାନୀୟ କୌଣସି ଲୋକ ଆଉ ନ ଥିବ।
Повторяем попытку...
Доступные форматы для скачивания:
Скачать видео
-
Информация по загрузке: