ଆଖିରୁ ପାଣି ଗଡୁଛି କି? | Causes of Watering eyes (Epiphora) in Odia | Dr Surjya Kiran Patnaik
Автор: Swasthya Plus Odia
Загружено: 2021-10-21
Просмотров: 24440
Описание:
#WateryEyes #OdiaHealthTips #DoctorAdvice
ଆଖି ହେଉଛି ଆମ ଶରୀରର ଏକ ଗରୁତ୍ୱପୂର୍ଣ୍ଣ ଅଙ୍ଗ। ଆଖି ଭିତର ପୃଷ୍ଠକୁ ଆର୍ଦ୍ର ରଖିଥାଏ ଆମ ଆଖିର ଲୁହ। ଏହା ସହିତ ଆଖିରେ ପଡୁଥିବା ଛୋଟ କଣିକାଗୁଡ଼ିକୁ ସଫା କରିବାରେ ମଧ୍ୟ ଲୁହ ସାହାଯ୍ୟ କରିଥାଏ। ହେଲେ କେତେକ ଲୋକଙ୍କର ଆଖିରୁ ପାଣି ଗଡ଼ିଥାଏ, ଏହା ଆଖି ଜନିତ ସମସ୍ୟା ହୋଇଥାଏ। ଆସନ୍ତୁ ବରିଷ୍ଠ ଚକ୍ଷୁରୋଗ ବିଶେଷଜ୍ଞ ଡାକ୍ତର ସୂର୍ଯ୍ୟ କିରଣ ପଟ୍ଟନାୟକଙ୍କଠାରୁ ପାଣି ଗଡ଼ିବା ସମସ୍ୟା ଓ ଏହାର ଚିକିତ୍ସା ବିଷୟରେ ଅଧିକ ଜାଣିବା।
The eye is a sensitive part of our body. The tears in our eyes keep the eye moist. Tears also help cleanse the small particles in the eye. However, in some cases, excessive tears can be seen in the eyes. It is an eye problem called Watery Eyes. Let's find out more from Dr Surjya Kiran Patnaik, an Ophthalmologist.
Subscribe Now & Live a Healthy Life!
ସ୍ୱାସ୍ଥ୍ୟ ଓ ଜୀବନଶୈଳୀ ଉପରେ ଆଧାରିତ ଓଡ଼ିଆ ଡିଜିଟାଲ୍ ପ୍ଲାଟଫର୍ମ ‘ସ୍ୱାସ୍ଥ୍ୟ ପ୍ଲସ୍’ ସହିତ ଯୋଡ଼ି ହେବା ପାଇଁ ଆମ ୟୁଟ୍ୟୁବ୍ ଚ୍ୟାନେଲ୍ ( / swasthyaplus ) ସବ୍ସ୍କ୍ରାଇବ୍ କରନ୍ତୁ। ନୂଆ ଭିଡିଓ ସଂପର୍କରେ ନୋଟିଫିକେସନ୍ ପାଇବା ପାଇଁ ବେଲ୍ ଆଇକନ୍କୁ ଦବାନ୍ତୁ। ‘ସ୍ୱାସ୍ଥ୍ୟ ପ୍ଲସ୍’ର ଭିଡିଓ ଲିଙ୍କ୍ ଅନ୍ୟମାନଙ୍କ ସହ ମଧ୍ୟ ସେୟାର କରନ୍ତୁ। - ‘ସ୍ୱାସ୍ଥ୍ୟ ପ୍ଲସ୍’ ଟିମ୍
ଓଡ଼ିଶାର ପ୍ରଥମ ସ୍ଵାସ୍ଥ୍ୟ ପୋର୍ଟାଲ https://www.swasthya.plus ଲେଖା ଓ ଭିଡିଓ ମାଧ୍ୟମରେ ସ୍ୱାସ୍ଥ୍ୟ ସଚେତନତା ସମ୍ପର୍କରେ ବିଭିନ୍ନ ବିଷୟ ଉପସ୍ଥାପନ କରୁଛି। କାରଣ ସ୍ୱାସ୍ଥ୍ୟ ହିଁ ସବୁକିଛି!
For requesting contact details of doctors - please message Swasthya Plus on Facebook: www.facebook.com/SwasthyaPlusOdia).
For feedback and business inquiries, contact Swasthya Plus Odia at [email protected]
Swasthya Plus Odia, Odisha's leading destination for Health Tips & Expert Advice in Odia language on health, hygiene, nutrition, lifestyle, and more!
Повторяем попытку...
Доступные форматы для скачивания:
Скачать видео
-
Информация по загрузке: