ମଙ୍ଗଳ ଆଳତୀ ଦର୍ଶନ (25-dec) | Today's Live Mangala Alati - Puri Jagannath Temple | Jay Jagannath Tv
Автор: JAY JAGANNATH TV
Загружено: 2025-12-24
Просмотров: 15126
Описание:
🙏 ଆଜି ମଙ୍ଗଳ ଆଳତୀ – ପୁରୀ ଶ୍ରୀମନ୍ଦିର (25-dec-2025) 🙏
ଆଜି ପୁରୀ ଶ୍ରୀମନ୍ଦିରରେ ପ୍ରାତଃ ୫ ଟା ୪୯ ମିନିଟ୍ ରେ ମଙ୍ଗଳ ଆଳତୀ ସମ୍ପନ୍ନ ହେଲା।
ଭକ୍ତମାନେ ପ୍ରଭୁ ଜଗନ୍ନାଥଙ୍କ ଦିବ୍ୟ ଦର୍ଶନ ଲାଗି ଏହି ମୁହୂର୍ତ୍ତ ଅପେକ୍ଷା କରନ୍ତି।
ପ୍ରଭୁ ଜଗନ୍ନାଥଙ୍କୁ ପ୍ରଭାତରେ ଅର୍ପଣ କରାଯାଇଥିବା ଏହି ପବିତ୍ର ଆଳତୀ, ଭକ୍ତମାନଙ୍କୁ ଦେଇଥାଏ ଶାନ୍ତି, ସକାଳର ପ୍ରେରଣା ଓ ଆଶୀର୍ବାଦ।
"ମଙ୍ଗଳ ଆଳତୀର ଏହି ପବିତ୍ର ମୁହୂର୍ତ୍ତରେ ଶ୍ରୀଜଗନ୍ନାଥଙ୍କ କୃପା ଆମ ସମସ୍ତଙ୍କ ଉପରେ ବର୍ଷିତ ହେଉ"
📺 ଦେଖନ୍ତୁ Jay Jagannath TV – ଆପଣଙ୍କ ଆଧ୍ୟାତ୍ମିକ ଯାତ୍ରାର ସାଥୀ
🙏 ଜୟ ଜଗନ୍ନାଥ | ଜୟ ଶ୍ରୀପତିତପାବନ 🙏
#mangalaalati #patitapaban_arati #jayjagannathtv #jayjagannathlive #jagannath #jagannatha #jagannathtemple #JagannathCulture #NamitaAgrawal #SitaramAgrawal #SidharthUtsav #SidharthTV #SidharthGold #SidharthMusic #SidharthNetwork
"ଜୟ ଜଗନ୍ନାଥ ଟିଭି" ହେଉଛି ପ୍ରଭୁ ଶ୍ରୀ ଜଗନ୍ନାଥଙ୍କୁ ସମର୍ପିତ ଓଡ଼ିଶାର ଏକମାତ୍ର ଶୁଦ୍ଧ ଆଧ୍ୟାତ୍ମିକ ୨୪ ଘଣ୍ଟିଆ ସାଟେଲାଇଟ୍ ଚାନେଲ୍, ଯେଉଁଠାରେ ଘରେ ବସି ପ୍ରତିଦିନ ସିଧା ପ୍ରସାରଣରେ ଦେଖିପାରିବେ ପୁରୀ ଶ୍ରୀମନ୍ଦିରର ସମସ୍ତ ବାହାର ଲୀଳା ଓ ଦିବ୍ୟ ନୀତିମାନ :
🔹 ଦ୍ୱାରଫିଟା ନୀତି
🔹 ପତିତପାବନ ମଙ୍ଗଳ ଆଳତୀ
🔹 ପତାକା ଲାଗି ଦର୍ଶନ
🔹 ସନ୍ଧ୍ୟା ଆଳତୀ
🔹 ଶ୍ରୀମନ୍ଦିର ପହୁଡ଼ ନୀତି
🔹 ବର୍ଷ ତମାମ ଅନୁଷ୍ଠିତ ହେଉଥିବା ଶ୍ରୀ ଜଗନ୍ନାଥ ମହାପ୍ରଭୁଙ୍କ ବିଭିନ୍ନ ଯାତ୍ରା ଓ ଉତ୍ସବ I
ଏହି ଚ୍ୟାନେଲରେ କୌଣସି ବିଜ୍ଞାପନ ନାହିଁ, ତେଣୁ ଶୁଦ୍ଧ ଆଧ୍ୟାତ୍ମିକତାର ସହିତ
ଦର୍ଶନ କରନ୍ତୁ ଓ ଶ୍ରୀଜୀଉଙ୍କ ଦିବ୍ୟତାକୁ ଅନୁଭବ କରନ୍ତୁ🙏
📺 "ଜୟ ଜଗନ୍ନାଥ ଟିଭି" ସିଦ୍ଧାର୍ଥ ଟେଲିଭିଜନ୍ ନେଟୱର୍କର ଚତୁର୍ଥ ଚାନେଲ |
ଓଡ଼ିଆ ଲୋକଙ୍କ ପାଇଁ ଗର୍ବର ବିଷୟ!
#jayjagannathtv #jayjagannathpuri ##jayjagannathtvlive #jagannathtemple #jagannathdarshan
📡 Watch “JAY JAGANNATH TV” on DTH:
=========================================
Tata Play - 1799
Dish TV – Channel 1397
Airtel Digital – Channel 615
Videocon D2H – Channel 1397
Sun Direct – Channel 490
=========================================
Also available on all cable networks across Odisha.
📞 Contact : 6372804618 if could not watch our channel
🌐 Follow us on social media for daily LIVE updates :
=========================================
Facebook: / jayjagannathtv
Instagram: / jayjagannathtv
YouTube: / @jayjagannathtvofficial
Twitter: https://x.com/JayJagannathTV
=========================================
#JayJagannathTV #NamitaAgrawal #SidharthTV #SitaramAgrawal #JagannathLive #LiveFromPuri #shreemandir #srimandir #shreemandira #JagannathRathJatra #JagannathRathYatra #PuriRathYatra #jayjagannathswami #dwarafitaniti #mangalaalati #dhupaalati #patakalagidarshan #sandhyaalati #bhaktankaanubhuti #jagannathlivedarshan #পুরিজগন্নাথ #जगन्नाथ #पुरीजगन्नाथ #जगन्नाथधाम #జగన్నాథ్ #జగన్నాథపురి #ରଥଯାତ୍ରା #ଶ୍ରୀକ୍ଷେତ୍ରପୁରୀ #ପ୍ରଭୁଜଗନ୍ନାଥ #ଶ୍ରୀଜଗନ୍ନାଥ #যায়জগন্নাথ #জগন্নাথপুরি #जगन्नाथपुरी #जगन्नाथधाम
Повторяем попытку...
Доступные форматы для скачивания:
Скачать видео
-
Информация по загрузке: